Jeremiah 16:7 — Compare Translations

5 translations compared side by side

Odia - 1840
"ମୃତ ବ୍ଯକ୍ତିଙ୍କ ଦୁଃଖ ରେ ଶାେକ କରୁଥିବା ଲୋକମାନଙ୍କୁ ସାନ୍ତ୍ବନା ଦବୋକୁ କହେି ଖାଦ୍ୟ ଆଣିବେ ନାହିଁ। ପିତାମାତାଙ୍କ ମୃତ୍ଯୁ ରେ ବିଳାପ କରୁଥିବା ପୁତ୍ରମାନଙ୍କୁ ପାନ କରିବା ନିମନ୍ତେ ସାନ୍ତ୍ବନା ସୂଚକ ପାତ୍ର କହେି ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀ-ମାନଙ୍କୁ ସାନ୍ତ୍ଵନା କରିବା ପାଇଁ ଲୋକେ ରୁଟୀ ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତାର ନିମନ୍ତେ ପାନ କରିବା ପାଇଁ ସାନ୍ତ୍ଵନାସୂଚକ ପାତ୍ର ଦେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ ବ୍ୟକ୍ତିଙ୍କ ଦୁଃଖରେ ଶୋକ କରୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେବାକୁ କେହି ଖାଦ୍ୟ ଆଣିବେ ନାହିଁ। ପିତାମାତାଙ୍କ ମୃତ୍ୟୁରେ ବିଳାପ କରୁଥିବା ପୁତ୍ରମାନଙ୍କୁ ପାନ କରିବା ନିମନ୍ତେ ସାନ୍ତ୍ୱନା ସୂଚକ ପାତ୍ର କେହି ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।”