Jeremiah 16:9 — Compare Translations

5 translations compared side by side

Odia - 1840
"କାରଣ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ଆମ୍ଭେ ତୁମ୍ଭମାନଙ୍କ ଜୀବନକାଳ ମଧିଅରେ ଓ ତୁମ୍ଭମାନଙ୍କ ସମ୍ମୁଖ ରେ ଏହି ସ୍ଥାନରୁ ଆମାଦେ ପ୍ରମାଦେର ଧ୍ବନି, ଆନନ୍ଦ ରବ ଓ ବରକନ୍ଯାଙ୍କର ଆନନ୍ଦ କୋଳାହଳ ନିବୃତ୍ତ କରାଇବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କ ଜୀବନକାଳ ମଧ୍ୟରେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି, ଆନନ୍ଦ ରବ ଓ ବରକନ୍ୟାଙ୍କର ଆନନ୍ଦ କୋଳାହଳ ନିବୃତ୍ତ କରାଇବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।”