Jeremiah 17:1 — Compare Translations

5 translations compared side by side

Odia - 1840
"ଯିହୁଦାର ପାପ ଏପରି ଏକ ସ୍ଥାନ ରେ ଲିଖିତ ହାଇେଅଛି, ଯାହାକୁ ସମାନେେ ଲିଭାଇ ପାରିବେ ନାହିଁ। ସମାନଙ୍କେର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ବାରା ପଥର ଫଳକରେ ଲିଖିତ ହାଇେଅଛି। ଯେଉଁଟା କି ସମାନଙ୍କେର ହୃଦଯ। ଆଉ ସମାନଙ୍କେର ୟଜ୍ଞବଦେୀର ଶିଙ୍ଗ ରେ ତାହା ଖାଦେିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ପାପ ଲୌହ-ଲେଖନୀରେ ଓ ହୀରକର କଣ୍ଟକ ଦ୍ଵାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ-ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।;
Odia Bible ERV 2004 (ପବିତ୍ର ବାଇବଲ)
ପାପ ହୃଦୟରେ ଲିଖିତ “ଯିହୁଦାର ପାପ ଏପରି ଏକ ସ୍ଥାନରେ ଲିଖିତ ହୋଇଅଛି, ଯାହାକୁ ସେମାନେ ଲିଭାଇ ପାରିବେ ନାହିଁ। ସେମାନଙ୍କର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ୱାରା ପଥର ଫଳକରେ ଲିଖିତ ହୋଇଅଛି। ଯେଉଁଟା କି ସେମାନଙ୍କର ହୃଦୟ। ଆଉ ସେମାନଙ୍କର ଯଜ୍ଞବେଦିର ଶିଙ୍ଗରେ ତାହା ଖୋଦିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।