Jeremiah 17:10 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତା’ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।