Jeremiah 17:12 — Compare Translations

5 translations compared side by side

Odia - 1840
"ଆଦିକାଳରୁ ଉର୍ଦ୍ଧ୍ବ ରେ ସ୍ଥାପିତ ଗୌରବମଯ ସିଂହାସନ ଆମ୍ଭମାନଙ୍କର ଧର୍ମଧାମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦିକାଳରୁ ଊର୍ଦ୍ଧ୍ଵରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ ଆମ୍ଭମାନଙ୍କର ଧର୍ମଧାମ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ।