Jeremiah 17:13 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ଯାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହବେେ। ଯେଉଁମାନେ ମାେ ନିକଟରୁ ପ୍ରସ୍ଥାନ କରନ୍ତି, ସମାନଙ୍କେର ନାମ ଧୂଳି ରେ ଲିଖିତ ହବେ, କାରଣ ସମାନେେ ଅମୃତ ଜଳର ନିର୍ଝର ସ୍ବରୂପ ସଦାପ୍ରଭୁଙ୍କୁ ତ୍ଯାଗ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ୟାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହେବେ। ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।