Jeremiah 17:15 — Compare Translations
5 translations compared side by side
Odia - 1840
"ସମାନେେ ମାେତେ କୁହନ୍ତି, ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ଯ କାହିଁ? ତାହା ଏବେ ଉପସ୍ଥିତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ । ତାହା ଏବେ ଉପସ୍ଥିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ କୁହନ୍ତି, “ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ୟ କାହିଁ? ତାହା ଏବେ ଉପସ୍ଥିତ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।