Jeremiah 17:16 — Compare Translations
5 translations compared side by side
Odia - 1840
"ମାେ ନିମନ୍ତେ ତୁମ୍ଭ ପ ରେ ଅନିଷ୍ଟ ଦେଖିବା ପାଇଁ ବଗଗୋମୀ ନ ଥିଲି କିଅବା ମୁଁ ସହେି ବିଭୀଷିକାମଯ ଦିନ ଆସୁ ବୋଲି ଚାହୁଁ ନାହିଁ। ମାେ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ ବେଗଗାମୀ ନ ଥିଲି କିଅବା ମୁଁ ସେହି ବିଭୀଷିକାମୟ ଦିନ ଆସୁ ବୋଲି ଗ୍ଭହୁଁ ନାହିଁ। ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋ’ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।