Jeremiah 17:18 — Compare Translations
5 translations compared side by side
Odia - 1840
"ଯେଉଁମାନେ ମାେତେ ଆଘାତ କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ମାତ୍ର ମାେତେ ଲଜ୍ଜିତ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହୁଅନ୍ତୁ, ମାତ୍ର ମାେତେ ନିରାଶ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହବୋକୁ ଦିଅ ନାହିଁ। ସମାନଙ୍କେ ଉପ ରେ ଅମଙ୍ଗଳର ଦିନ ଆଣ ଓ ଦ୍ବିଗୁଣ ବିନାଶ ରେ ସମାନଙ୍କେୁ ବିନାଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ଵିଗୁଣ ବିନାଶରେ ସେମାନଙ୍କୁ ବିନାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମୋତେ ଆଘାତ କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ। ସେମାନେ ନିରାଶ ହୁଅନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ। ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।
Odia IRV 2017 (ଓଡିଆ ବାଇବେଲ)