Jeremiah 17:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ଏହା କହିଲେ, ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠା ରେ ଯିହୁଦାର ରାଜାଗଣ ୟାତାଯତ କରନ୍ତି, ସହେି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ୟାତାଯତ କରନ୍ତି ଓ ୟିରୁଶାଲମର ସକଳ ଫାଟକରେ ୟାଇ ଠିଆ ହୁଅ ଓ ମାରେ ବାର୍ତ୍ତା ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋତେ ଏହି କଥା କହିଲେ, ଯିହୁଦାର ରାଜଗଣ ଯେଉଁ ଦ୍ଵାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ଵାରରେ ଓ ଯିରୂଶାଲମର ସକଳ ଦ୍ଵାରରେ ଯାଇ ଠିଆ ହୁଅ;
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମ ଦିନକୁ ପବିତ୍ର ରଖିବା ସଦାପ୍ରଭୁ ମୋତେ ଏହା କହିଲେ, “ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠାରେ ଯିହୁଦାର ରାଜାଗଣ ଯାତାୟାତ କରନ୍ତି, ସେହି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ଯାତାୟାତ କରନ୍ତି ଓ ଯିରୁଶାଲମର ସକଳ ଫାଟକରେ ଯାଇ ଠିଆ ହୁଅ ଓ ମୋର ବାର୍ତ୍ତା ପ୍ରଗ୍ଭର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;