Jeremiah 17:2 — Compare Translations

5 translations compared side by side

Odia - 1840
"ଯେତବେେଳେ ସମାନଙ୍କେର ସନ୍ତାନଗଣ ସମାନଙ୍କେୁ ମନେ ପକାନ୍ତି ସେତବେେଳେ ସମାନେେ ଉଚ୍ଚ ପର୍ବତର ସବୁଜ ବୃକ୍ଷ ପାଖ ରେ ଥିବା ବଳିଦାନ ୟଜ୍ଞବଦେୀ ଓ ପବିତ୍ର କାଠଖମ୍ବ ଦେଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନଙ୍କର ସନ୍ତାନଗଣ ସେମାନଙ୍କୁ ମନେ ପକାନ୍ତି ସେତେବେଳେ ସେମାନେ ଉଚ୍ଚ ପର୍ବତର ସବୁଜ ବୃକ୍ଷ ପାଖରେ ଥିବା ବଳିଦାନ ଯଜ୍ଞବେଦି ଓ ପବିତ୍ର କାଠଖମ୍ବ ଦେଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍‍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।