Jeremiah 17:20 — Compare Translations
5 translations compared side by side
Odia - 1840
" ସମାନଙ୍କେୁ କୁହ, ' ହେ ଯିହୁଦାର ରାଜଗଣ, ହେ ସମୁଦାଯ ଯିହୁଦା ଓ ସମସ୍ତ ଇଶ୍ରାୟେଲର ନିବାସୀ ଓ ତୁମ୍ଭମାନେେ ଯେଉଁମାନେ କି ଏହି ଫାଟକ ଦଇେ ପ୍ରବେଶ କରୁଛ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ଵାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ, “ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ସମସ୍ତ ଇସ୍ରାଏଲର ନିବାସୀ ଓ ତୁମ୍ଭେମାନେ ଯେଉଁମାନେ ଏହି ଫାଟକ ଦେଇ ପ୍ରବେଶ କରୁଅଛ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କୁ କୁହ, ‘ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;