Jeremiah 17:21 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହା କହନ୍ତି, ତୁମ୍ଭମାନେେ ନିଜ ଜିନିଷ ବିଷଯ ରେ ସାବଧାନ ହୁଅ ଓ ବିଶ୍ରାମ ଦିନ ରେ କୌଣସି ଭାର ବହନ କର ନାହିଁ ଏବଂ ୟିରୁଶାଲମର ଫାଟକ ଦଇେ ତାହା ଭିତରକୁ ଆଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ଵାର ଦେଇ ତାହା ଭିତରକୁ ଆଣ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା କହନ୍ତି, ‘ତୁମ୍ଭେମାନେ ନିଜ ଜିନିଷ ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହନ କର ନାହିଁ ଏବଂ ଯିରୁଶାଲମର ଫାଟକ ଦେଇ ତାହା ଭିତରକୁ ଆଣ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;