Jeremiah 17:22 — Compare Translations

5 translations compared side by side

Odia - 1840
"ଆଉ ବିଶ୍ରାମ ଦିନ ରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭମାନେେ କୌଣସି କାର୍ୟ୍ଯ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପ ଆଜ୍ଞା କରିଥିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
Odia IRV 2017 (ଓଡିଆ ବାଇବେଲ)