Jeremiah 17:23 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସମାନେେ ଅତି ଅବାଧ୍ଯ। ତେଣୁ ସମାନେେ ଦଣ୍ଡିତ ହେଲେ। ସମାନଙ୍କେର କିଛି ମଙ୍ଗଳ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସେମାନେ ଅତି ଅବାଧ୍ୟ। ତେଣୁ ସେମାନେ ଦଣ୍ଡିତ ହେଲେ। ସେମାନଙ୍କର କିଛି ମଙ୍ଗଳ ହେଲା ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।’