Jeremiah 17:24 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ କହନ୍ତି, ଯଦି ତୁମ୍ଭମାନେେ ଯତ୍ନ ସହକା ରେ ମାେ କଥାକୁ ଧ୍ଯାନ ଦିଅ,' 'ଯଦି ତୁମ୍ଭମାନେେ ବିଶ୍ରାମ ଦିନ ରେ ୟିରୁଶାଲମର ଫାଟକ ଦଇେ କୌଣସି ବୋଝ ନ ଆଣ ଏବଂ ଯଦି ତୁମ୍ଭମାନେେ ସଇେ ଦିନ ରେ କୌଣସି କାମ ନ କର। ମାତ୍ର ତାକୁ ପବିତ୍ର ମାର୍ଗ ରେ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯନିପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ଵାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହିଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମଦିନକୁ ପବିତ୍ର ରୂପେ ପାଳନ କର;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହନ୍ତି, “‘ଯଦି ତୁମ୍ଭେମାନେ ଯତ୍ନ ସହକାରେ ମୋ’ କଥାକୁ ଧ୍ୟାନ ଦିଅ, ଯଦି ତୁମ୍ଭେମାନେ ବିଶ୍ରାମ ଦିନରେ ଯିରୁଶାଲମର ଫାଟକ ଦେଇ କୌଣସି ବୋଝ ନ ଆଣ ଏବଂ ଯଦି ତୁମ୍ଭେମାନେ ସେଇ ଦିନରେ କୌଣସି କାମ ନ କର। ମାତ୍ର ତାକୁ ପବିତ୍ର ମାର୍ଗରେ ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହି ଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହିଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;