Jeremiah 17:25 — Compare Translations

5 translations compared side by side

Odia - 1840
"' ତବେେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ବ ରେ ଚଢ଼ି ସମାନେେ ଓ ସମାନଙ୍କେର ଅଧିପତିମାନେ, ଯିହୁଦାର ଲୋକମାନେ ଓ ୟିରୁଶାଲମ ନିବାସୀମାନେ ଏହି ନଗରଦ୍ବାର ମଧିଅରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ଓ ଅଧିପତିଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ଵାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତେବେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ୱରେ ଚଢ଼ି ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୁଶାଲମ ନିବାସୀମାନେ ଏହି ନଗରଦ୍ୱାର ମଧ୍ୟରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।