Jeremiah 17:26 — Compare Translations
5 translations compared side by side
Odia - 1840
"ପୁଣି ଲୋକମାନେ ଯିହୁଦାର ନଗର ସମୂହରୁ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ଯାବୀନ ଦେଶରୁ ନିମ୍ନ ଭୂମିରୁ, ପାର୍ବତ୍ଯ ଦେଶରୁ ଓ ଦକ୍ଷିଣ ଦେଶରୁ ହାମବେଳି, ନବୈେଦ୍ଯ ଓ ସୁଗନ୍ଧି ଧୂପ ଆଉ ଧନ୍ଯବାଦାର୍ଥକ ବଳି ଘନେି ସଦାପ୍ରଭୁଙ୍କ ଗୃହକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ ଦେଶରୁ ଓ ନିମ୍ନଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଲୋକମାନେ ଯିହୁଦାର ନଗର ସମୂହରୁ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମିନ ଦେଶରୁ ନିମ୍ନ ଭୂମିରୁ, ପାର୍ବତ୍ୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ ସୁଗନ୍ଧି ଧୂପ ଆଉ ଧନ୍ୟବାଦାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)