Jeremiah 17:27 — Compare Translations

5 translations compared side by side

Odia - 1840
"'ମାତ୍ର ତୁମ୍ଭମାନେେ ଯବେେ ଆମ୍ଭର ବାକ୍ଯ ରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମଦିନ ରେ ବୋଝ ବହନ କରି ୟିରୁଶାଲମର ଦ୍ବାର ରେ ପ୍ରବେଶ କର, ତବେେ ଆମ୍ଭେ ସହେି ଦ୍ବାର ସମୂହ ରେ ଅଗ୍ନି ଜଳାଇବା। ଏହା ୟିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ୟ୍ଯନ୍ତ ଜଳି ରହିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ଵାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ଵାର-ସମୂହରେ ଅଗ୍ନି ଜ୍ଵଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସକଳ ଗ୍ରାସ କରିବ ଓ ତାହା ନିର୍ବାଣ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
“‘ମାତ୍ର ତୁମ୍ଭେମାନେ ଯେବେ ଆମ୍ଭର ବାକ୍ୟରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହନ କରି ଯିରୁଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ସେହି ଦ୍ୱାର ସମୂହରେ ଅଗ୍ନି ଜଳାଇବା। ଏହା ଯିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ଯ୍ୟନ୍ତ ଜଳି ରହିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)