Jeremiah 17:3 — Compare Translations
5 translations compared side by side
Odia - 1840
"ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ ସକଳ, ତୁମ୍ଭର ସମୁଦାଯ ଅଞ୍ଚଳ ରେ କୃତ ପାପ ସକାେଶ ଆମ୍ଭେ ତୁମ୍ଭର ସମସ୍ତ ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀ ସକଳ ଲୁଣ୍ଠିତ ହବୋପାଇଁ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ତାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ ସକଳ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମସ୍ତ ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀ ସକଳ ଲୁଣ୍ଠିତ ହେବା ପାଇଁ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।