Jeremiah 17:4 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦଇେଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହବେ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶ ରେ ତୁମ୍ଭ ଶତ୍ରୁଗଣର ସବୋ କରାଇବା। କାରଣ ତୁମ୍ଭେ ଆମ୍ଭର କୋରଧରୂପକ ଅଗ୍ନି ପ୍ରଜ୍ବଳିତ କରିଅଛି। ଆଉ ସହେି ଅଗ୍ନି ରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହବେ। ସହେି ଲୋକମାନଙ୍କ ଉପ ରେ ଏପରି ଘଟିବ ଯେଉଁମାନେ ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷା; ହେବ । ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ କରିଅଛ, ତାହା ସଦାକାଳ ଜ୍ଵଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଇଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହେବ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶରେ ତୁମ୍ଭ ଶତ୍ରୁଗଣର ସେବା କରାଇବା। କାରଣ ତୁମ୍ଭେ ଆମ୍ଭର କ୍ରୋଧରୂପକ ଅଗ୍ନି ପ୍ରଜ୍ୱଳିତ କରିଅଛ। ଆଉ ସେହି ଅଗ୍ନିରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହେବ। ସେହି ଲୋକମାନଙ୍କ ଉପରେ ଏପରି ଘଟିବ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।