Jeremiah 17:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ଉପରେ ବିଶ୍ୱାସ ଓ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ସଦାପ୍ରଭୁ କହନ୍ତି, “ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।