Jeremiah 17:6 — Compare Translations
5 translations compared side by side
Odia - 1840
"ସହେି ମନ୍ଦ ବ୍ଯକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ଯ ହବେ। ସେ ମଙ୍ଗଳ ଉପସ୍ଥିତ ହବୋ ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନ ରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ। ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ।