Jeremiah 17:7 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ଓ ସଦାପ୍ରଭୁ ଯାହାର ବିଶ୍ବାସଭୂମି, ସେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।