Jeremiah 17:8 — Compare Translations

5 translations compared side by side

Odia - 1840
"କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ଯ ହବେ। ତା'ର ମୂଳ ବିସ୍ତୃତ ହାଇେ ଜଳ ପାଇବ। ଗ୍ରୀଷ୍ମକାଳ ରେ ସେ ଭୟଭୀତ ହବେ ନାହିଁ। ମାତ୍ର ତା'ର ପତ୍ର ସଦାକାଳ ସବୁଜ ରହିବ। ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହବେ ନାହିଁ କିଅବା ସେ ଫଳ ଧାରଣରୁ ନିବୃତ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତ-ମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ୟ ହେବ। ତା’ର ମୂଳ ବିସ୍ତୃତ ହୋଇ ଜଳ ପାଇବ। ଗ୍ରୀଷ୍ମକାଳରେ ସେ ଭୟଭୀତ ହେବ ନାହିଁ। ମାତ୍ର ତା’ର ପତ୍ର ସଦାକାଳ ସବୁଜ ରହିବ। ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହେବ ନାହିଁ କିଅବା ସେ ଫଳ ଧାରଣରୁ ନିବୃତ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।