Jeremiah 18:10 — Compare Translations

5 translations compared side by side

Odia - 1840
"ପୁଣି ଯେତବେେଳେ ଦେଖିବୁ ଯବେେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତବେେ ଆମ୍ଭେ ସମାନଙ୍କେ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଯେବେ ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷା; ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେତେବେଳେ ଦେଖିବୁ ଯେବେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତେବେ ଆମ୍ଭେ ସେମାନଙ୍କ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।”