Jeremiah 18:11 — Compare Translations

5 translations compared side by side

Odia - 1840
" ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।”