Jeremiah 18:12 — Compare Translations
5 translations compared side by side
Odia - 1840
"ମାତ୍ର ଯିହୁଦାବାସୀ କହନ୍ତି, 'ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭମାନେେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭମାନେେ ପ୍ରେତ୍ୟକକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ଯତାନୁସା ରେ କର୍ମ କରି ଚାଲିବୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯିହୁଦାବାସୀ କହନ୍ତି, ‘ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ୟତାନୁସାରେ କର୍ମ କରି ଗ୍ଭଲିବୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।