Jeremiah 18:13 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଏବେ ନାନା ଦେଶୀଯ ଲୋକମାନଙ୍କୁ ପ୍ରଚାର କର। 'କିନ୍ତୁ ଏହା କିଏ ଶୁଣୁଅଛି। ଇଶ୍ରାୟେଲର କୁମାରୀ କନ୍ଯାଗଣ ଅତ୍ଯନ୍ତ ମର୍ମନ୍ତୁଦ କାର୍ୟ୍ଯ କରିଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟ; ରୋମାଞ୍ଚଜନକ କାର୍ଯ୍ୟ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏବେ ନାନା ଦେଶୀୟ ଲୋକମାନଙ୍କୁ ପ୍ରଗ୍ଭର କର। ‘କିନ୍ତୁ ଏହା କିଏ ଶୁଣୁଅଛି?’ ଇସ୍ରାଏଲର କୁମାରୀ କନ୍ୟାଗଣ ଅତ୍ୟନ୍ତ ମର୍ମନ୍ତୁକ କାର୍ଯ୍ୟ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।