Jeremiah 18:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଜାଣ ଲିବାନୋନ କ୍ଷେତ୍ରସ୍ଥ ଶୈଳ ଉପରିସ୍ଥ ହିମସବୁ କବେେ ତରଳି ୟିବ ନାହିଁ ଓ ଝରଣାର ସୁଶୀତଳ ଜଳ କବେେ ଶୁଷ୍କ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣ ଲିବାନୋନ କ୍ଷେତ୍ରସ୍ଥ ଶୈଳ ଉପରିସ୍ଥ ହିମସବୁ କେବେ ତରଳି ଯିବ ନାହିଁ ଓ ଝରଣାର ସୁଶୀତଳ ଜଳ କେବେ ଶୁଷ୍କ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?
Odia IRV 2017 (ଓଡିଆ ବାଇବେଲ)
ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?