Jeremiah 18:16 — Compare Translations
5 translations compared side by side
Odia - 1840
"ଯିହୁଦା ଏକ ଶୂନ୍ଯ ମରୁପ୍ରାନ୍ତର ରେ ପରିଣତ ହବେ। ସମାନେେ ଗମନ କଲା ବେଳେ ଶୀସ୍ ଶବ୍ଦ କରିୟାଆନ୍ତି। ତହିଁର ନିକଟ ଦଇେ ଗମନକାରୀ ପ୍ରେତ୍ୟକକ ଲୋକ ବିସ୍ମିତ ହାଇେ ଆପଣା ମସ୍ତକ ହରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶଦ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ। ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି। ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ ଆପଣା ମସ୍ତକ ହରାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।