Jeremiah 18:17 — Compare Translations

5 translations compared side by side

Odia - 1840
"ଆମ୍ଭେ ପୂର୍ବୀଯ ପବନ ରେ ଚ୍ଛିନ୍ନ ହେଲାପ ରେ ଶତ୍ରୁ ସମ୍ମୁଖ ରେ ସମାନଙ୍କେୁ ଚ୍ଛିନ୍ନଭିନ୍ନ କରିବା। ଆମ୍ଭେ ସମାନଙ୍କେ ବିପଦ ଦିନ ରେ ସମାନଙ୍କେୁ ସାହାୟ୍ଯ ନ କରି ସମାନଙ୍କେ ପ୍ରତି ବିମୁଖ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ଵାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପୂର୍ବୀୟ ପବନରେ ଚ୍ଛିନ୍ନ ହେଲା ପରେ ଶତ୍ରୁ ସମ୍ମୁଖରେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କୁ ସାହାଯ୍ୟ ନ କରି ସେମାନଙ୍କ ପ୍ରତି ବିମୁଖ ହେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”