Jeremiah 18:19 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେ ପ୍ରତି କର୍ଣ୍ଣପାତ କର ଏବଂ ମାେ ସହିତ ୟୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ପ୍ରତି କର୍ଣ୍ଣପାତ କର ଏବଂ ମୋ’ ସହିତ ଯୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ପ୍ରତି ମନୋଯୋଗ କର ଓ ମୋ’ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।