Jeremiah 18:2 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ତୁମ୍ଭେ କୁମ୍ଭକାର ଗୃହକୁ ୟାଅ। ସଠାେ ରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ଯ ଶୁଣାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ କୁମ୍ଭକାର ଗୃହକୁ ଯାଅ। ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”