Jeremiah 18:21 — Compare Translations
5 translations compared side by side
Odia - 1840
"ତେଣୁ ସମାନଙ୍କେର ସନ୍ତାନଗଣ ଦୁର୍ଭିକ୍ଷ ରେ କବଳିତ ହୁଅନ୍ତୁ। ସମାନଙ୍କେର ଶତ୍ରୁ ସମାନଙ୍କେୁ ଖଡ୍ଗ ରେ ପରାସ୍ତ କରନ୍ତୁ। ସମାନଙ୍କେର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସମାନଙ୍କେର ପୁରୁଷଗଣ ମୃତ୍ଯୁବରଣ କରନ୍ତୁ ଓ ସମାନଙ୍କେର ୟୁବାଗଣ ୟୁଦ୍ଧ ରେ ନିହତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ଼୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ଼୍ଗହତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନଙ୍କର ସନ୍ତାନଗଣ ଦୁର୍ଭିକ୍ଷରେ କବଳିତ ହୁଅନ୍ତୁ। ସେମାନଙ୍କର ଶତ୍ରୁ ସେମାନଙ୍କୁ ଖଡ଼୍ଗରେ ପରାସ୍ତ କରନ୍ତୁ। ସେମାନଙ୍କର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସେମାନଙ୍କର ପୁରୁଷଗଣ ମୃତ୍ୟୁବରଣ କରନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ନିହତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।