Jeremiah 18:22 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସମାନଙ୍କେ ବିରୁଦ୍ଧ ରେ ଆଣ, ସମାନଙ୍କେର ଗୃହରୁ କ୍ରନ୍ଦନର ସ୍ବର ଶୁଣାଯାଉ। କାରଣ ସମାନେେ ମାେତେ ଧରିବା ପାଇଁ ଗର୍ତ୍ତ ଖାେଳି ଅଛନ୍ତି ଓ ମାେ ଚରଣ ପାଇଁ ଗୋପନ ରେ ଫାନ୍ଦ ବସାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ଵର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସେମାନଙ୍କ ବିରୁଦ୍ଧରେ ଆଣ, ସେମାନଙ୍କର ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ। କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳି ଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ବସାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।