Jeremiah 18:23 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ବିନାଶ ପାଇଁ ସମାନଙ୍କେର ଯୋଜନା ତୁମ୍ଭେ ଜାଣୁଅଛ। ସମାନଙ୍କେର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟି ରେ ସମାନଙ୍କେର ପାପ ଲୋପ କର ନାହିଁ। ତୁମ୍ଭେ ସମାନଙ୍କେୁ ବିନାଶ କର। ଆପଣା କୋରଧ ସମାନଙ୍କେ ପ୍ରତି ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ନିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ବିନାଶ ପାଇଁ ସେମାନଙ୍କର ଯୋଜନା ତୁମ୍ଭେ ଜାଣୁଅଛ। ସେମାନଙ୍କର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟିରେ ସେମାନଙ୍କର ପାପ ଲୋପ କର ନାହିଁ। ତୁମ୍ଭେ ସେମାନଙ୍କୁ ବିନାଶ କର। ଆପଣା କ୍ରୋଧ ସେମାନଙ୍କ ପ୍ରତି ବ୍ୟବହାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।
Odia IRV 2017 (ଓଡିଆ ବାଇବେଲ)