Jeremiah 18:7 — Compare Translations
5 translations compared side by side
Odia - 1840
"ସମୟ ଆସିବ ଯେତବେେଳେ ଆମ୍ଭେ ଗୋଟିଏ ଗୋଷ୍ଠୀ ଓ ରାଜ୍ଯ ବିଷଯ ରେ ଉତ୍ପାଟନ, ଅଧଃପତନ ଓ ବିନାଶର କଥା କହିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବାନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସମୟ ଆସିବ ଯେତେବେଳେ ଆମ୍ଭେ ଗୋଟିଏ ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ, ଅଧଃପତନ ଓ ବିନାଶର କଥା କହିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;