Jeremiah 18:8 — Compare Translations
5 translations compared side by side
Odia - 1840
"ମାତ୍ର ଯଦି ସହେି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫରନ୍େତି ତବେେ ଆମ୍ଭେ ସମାନଙ୍କେ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନ ରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯେବେ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷା; ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ସେହି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି ତେବେ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।