Jeremiah 18:9 — Compare Translations
5 translations compared side by side
Odia - 1840
"ପୁଣି ଏକ ସମୟ ଆସିବ ଯେତବେେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ଯ ବିଷଯ ରେ ଗଠନ ଓ ରୋପଣର କଥା କହିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏକ ସମୟ ଆସିବ ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;