Jeremiah 19:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ କହିଲେ, ୟାଅ ଏବଂ କୁମ୍ଭକାର ପାଖରୁ ଏକ ମୃତ୍ତିକା ପାତ୍ର କିଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହିଲେ, ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର,ଣଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
Odia Bible ERV 2004 (ପବିତ୍ର ବାଇବଲ)
ଭଗ୍ନ ପାତ୍ର ସଦାପ୍ରଭୁ ମୋତେ କହିଲେ, “ଯାଅ ଏବଂ କୁମ୍ଭକାର ପାଖରୁ ଏକ ମୃତ୍ତିକା ପାତ୍ର କିଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,