Jeremiah 19:11 — Compare Translations

5 translations compared side by side

Odia - 1840
"ସହେି ସମୟରେ ସମାନଙ୍କେୁ କହିବ, 'ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କହେି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ୟୋଡ଼ା ହୁଏ ନାହିଁ। ସହେିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସମାନେେ ସମସ୍ତେ ତୋଫାତ ରେ କବର ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫ‌ତ୍‌ରେ କବର ନେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।”