Jeremiah 19:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ୟ୍ଯ କରିବା। ଆମ୍ଭେ ଏହି ନଗରକୁ ତୋଫତ ତୁଲ୍ଯ କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି ‘ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା। ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।