Jeremiah 19:13 — Compare Translations
5 translations compared side by side
Odia - 1840
"'ୟିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜ ପ୍ରାସାଦଗୁଡ଼ିକ ତାଫେତ୍ ତୁଲ୍ଯ ଅଶୁଚି ସ୍ଥାନ ହବେ। କାରଣ ସମାନେେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ଯ ରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦବଗେଣ ଉଦ୍ଦେଶ୍ଯ ରେ ପଯେ ନବୈେଦ୍ଯ ଉତ୍ସର୍ଗ କରିଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜପ୍ରାସାଦଗୁଡ଼ିକ ତୋଫତ୍ ତୁଲ୍ୟ “ଅଶୁଚି” ସ୍ଥାନ ହେବ। କାରଣ ସେମାନେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରିଅଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।”