Jeremiah 19:15 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧ ରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସମାନଙ୍କେ ପ୍ରତି ଘଟାଇବା କାରଣ ସମାନେେ ମାରେ ବାକ୍ଯ ନ ମାନି ଅବାଧ୍ଯ ହାଇେଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।’”