Jeremiah 19:2 — Compare Translations

5 translations compared side by side

Odia - 1840
"ଆଉ ଲୋକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସମାନଙ୍କେୁ ନଇେ ହାର୍ଶିତ ଫାଟକ ପ୍ରବେଶ ସ୍ଥାନରୁ ନିକଟରୁ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିୟାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସହେି ସ୍ଥାନ ରେ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
Odia IRV 2017 (ଓଡିଆ ବାଇବେଲ)
ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;