Jeremiah 19:3 — Compare Translations

5 translations compared side by side

Odia - 1840
"ଆଉ କୁହ, ' ହେ ଯିହୁଦାର ରାଜାଗଣ ଓ ୟିରୁଶାଲମ ନିବାସୀମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ। ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ୟିଏ ଶୁଣିବ ସେ ଭୟ ରେ ଶିହିରି ଉଠିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।
Odia IRV 2017 (ଓଡିଆ ବାଇବେଲ)
ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।