Jeremiah 19:4 — Compare Translations

5 translations compared side by side

Odia - 1840
"କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ଯାଗ କରିଛନ୍ତି। ସମାନେେ ଏହି ସ୍ଥାନକୁ ପରଦେଶୀଯ ଦବଗେଣ ରେ ପରିପୂର୍ଣ୍ଣ କରିଛନ୍ତି। ସମାନେେ ପୂର୍ବରୁ ପୂଜା କରୁ ନ ଥିବା ଦବଗେଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସମାନଙ୍କେର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦବଗେଣଙ୍କୁ ଜାଣି ନ ଥିଲେ ସହେିମାନଙ୍କୁ ସମାନେେ ଅନୁସରଣ କରୁଛନ୍ତି। ଏହସ ସ୍ଥାନକୁ ନିର୍ଦ୍ ଦୋଷମାନଙ୍କ ରକ୍ତ ରେ ପରିପୂର୍ଣ୍ଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)