Jeremiah 19:5 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜାଗଣ ବାଲ୍ଦବଙ୍କେ ଉଦ୍ଦେଶ୍ଯ ରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସମାନେେ ନିଜର ସନ୍ତାନଗଣଙ୍କୁ ବାଲଦବେ ଉଦ୍ଦେଶ୍ଯ ରେ ହାମବେଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସମାନଙ୍କେୁ ଏହା କହିବାକୁ ଆଦେଶ କରିନାହୁଁ କି କହି ନାହୁଁ ଓ ଆମ୍ଭ ମନ ରେ ଏହା ଉଦଯ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜାଗଣ ବା‌ଲ୍‌ଦେବ ଉଦ୍ଦେଶ୍ୟରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସେମାନେ ନିଜର ସନ୍ତାନଗଣଙ୍କୁ ‌ବା‌ଲ୍‌ଦେବ ଉଦ୍ଦେଶ୍ୟରେ ହୋମବଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସେମାନଙ୍କୁ ଏହା କହିବାକୁ ଆଦେଶ କରି ନାହୁଁ କି କହି ନାହୁଁ ଓ ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’”