Jeremiah 19:6 — Compare Translations
5 translations compared side by side
Odia - 1840
"ଏହି ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫାନ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ, ଏପରି ସମୟ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।